ଏହି ସଂକଳନରେ ସ୍ଥାନିତ, ଯାହାକୁ ଗଳ୍ପ ବୋଲି ବର୍ଣ୍ଣନା କରିବା ବ୍ୟତୀତ ଅନ୍ୟ ଉପାୟ ନାହିଁ, ସେହି ଆତ୍ମାନୁଭୂତିଭିତ୍ତିକ ଲେଖା ବ୍ୟତୀତ ବେଳେବେଳେ ଆଉ ଏକ ଏକ ମହତ ସ୍ପନ୍ଦନ ଏ ଲେଖକକୁ ତନ୍ମୟ କରି ରଖେ । ଦିବ୍ୟ ଜୀବନର ସାଧକ ଶ୍ରୀଅରବିନ୍ଦଙ୍କର ତପସ୍ୟା ସହିତ ନିଜକୁ ଏକାତ୍ମ କରି ଦେଇଥିବା ଶ୍ରୀମା ମୋ ଜୀବନର ଶ୍ରେଷ୍ଠ ପ୍ରେରଣାଦାୟିନୀ ଶକ୍ତି । ପଣ୍ଡିଚେରୀ ଶ୍ରୀଅରବିନ୍ଦ ଆଶ୍ରମରେ ସେ ଯେତେବେଳେ ଥିଲେ ସାଧନାମଗ୍ନ, ସେତେବେଳେ ଯେଉଁ ସାଂସ୍କୃତିକ କାର୍ଯ୍ୟକ୍ରମଗୁଡ଼ିକର ଆୟୋଜନ ହେଉଥିଲା, ସେଥିରେ ପରିପୂର୍ଣ୍ଣ ହୋଇ ରହିଥିଲା ଏପରି ଏକ ସୂକ୍ଷ୍ମ ତରଙ୍ଗ, ଯାହାର ଉତ୍ସ ଅବସ୍ଥିତ ଅଦୃଶ୍ୟ ସୂକ୍ଷ୍ମ ଜଗତରେ । ଶ୍ରୀମାଙ୍କ ପ୍ରେରଣାରେ 'ଦି ରିଦମ୍ ଇଟରନାଲ୍]' ନାମରେ ଯେଉଁ କାର୍ଯ୍ୟକ୍ରମଟିର ପରିକଳ୍ପନା ହୋଇଛି ଓ ନାଟ୍ୟ-ମଞ୍ଚ ଉପରେ ତାହାର ଅଭିନୟ ପ୍ରକାଶ କରିଛି ଚିରନ୍ତନ ସଙ୍ଗୀତର ଧ୍ୱନିକୁ, ତାହାର ଆଧାରରେ ରଚିତ ହୋଇଛି ଏହି ଗଳ୍ପଟି । ପୁସ୍ତକଟିର ନାମକରଣ ସମ୍ପର୍କରେ ଅତ୍ୟନ୍ତ ନିବିଡ଼ ଭାବରେ ଯେତେବେଳେ ମୋର ଅନ୍ତଃସତ୍ତା ସମାଧିସ୍ଥ, ସେତେବେଳେ ହିଁ ଅନ୍ତଃପ୍ରେରଣାର ଏକ ବିରଳ ସଂକେତ ସମୁଜ୍ଜ୍ୱଳ ହୋଇଉଠିଲା ମୋ ଭିତରେ । ଯାହାର ଅନୁପ୍ରେରଣା ଦ୍ୱାରା ପରିଚାଳିତ ହୋଇ ଏହି ନାମ ରଖିବା ପାଇଁ ମୁଁ ଥିଲି ଏକ ନିମିତ୍ତ ମାତ୍ର । ଇଂରାଜୀ ନାମ ବୋଲି ଓଡ଼ିଆ ଗଳ୍ପ ସଂକଳନର ନାମକରଣ ଯେ ହୋଇପାରିବ ନାହିଁ, ଏପରି ଚିନ୍ତନ ମୋତେ ଆଦୌ ବିଚଳିତ କରିଦେଇ ନାହିଁ । ସମଗ୍ର ସଂକଳନଟିରେ ଯେତିକି ଗଳ୍ପର ଭାବବିନ୍ୟାସ ହୋଇଛି, ସେସବୁ ଯଦି ଗୋଟିଏ ସୂତ୍ରରେ ଗୁନ୍ଥି ଦିଆଯାଏ, ତା'ହେଲେ ତାହା ହେବ - ଦି ରିଦମ୍ ଇଟରନାଲ୍ । ଗୋଟିଏ ଗଳ୍ପର ନାମକରଣ ମଧ୍ୟରେ ସଂକଳନସ୍ଥ ସବୁ ଗଳ୍ପର ଭାବ-ବ୍ୟାପ୍ତିକୁ ସହୃଦୟ ପାଠକମାନେ ନିଶ୍ଚୟ ଅନୁଭବ କରିପାରିବେ ବୋଲି ମୋର ସୁଦୃଢ଼ ବିଶ୍ୱାସ । ଏଠାରେ ଭାଷା ଶାଶ୍ୱତ ଭାବରାଶିର ଏକ ଉଜ୍ଜ୍ୱଳ ସଂକେତ ମାତ୍ର । ଏହି ଭାବଧାରା ଅନୁସରଣରେ ଭାବଗ୍ରାହୀ ପାଠକପାଠିକାବର୍ଗ ଉଦ୍]ବୁଦ୍ଧ ହେଲେ ନିଜକୁ ଭାଗ୍ୟବାନ ମନେକରିବି ନିଶ୍ଚୟ ।
- ପ୍ରଫେସର ମଣୀନ୍ଦ୍ର କୁମାର ମେହେର
Les informations fournies dans la section « Synopsis » peuvent faire référence à une autre édition de ce titre.
ସମ୍ପ୍ରତି ଓଡ଼ିଆ ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରେ ନୂତନ ଧାରାର ପ୍ରବର୍ତ୍ତକ ପ୍ରଫେସର ମଣୀନ୍ଦ୍ର କୁମାର ମେହେର (ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ପ୍ରପୌତ୍ର) ପାଣ୍ଡିତ୍ୟ ପ୍ରଦର୍ଶନର ପ୍ରଲୋଭନରୁ ସମ୍ପୂର୍ଣ୍ଣ ମୁକ୍ତ ଏକ ନମନୀୟ ସତ୍ତା । ଜଟିଳତାର ଜାଲରୁ ପାଠକକୁ ଉତ୍ତୀର୍ଣ୍ଣ କରାଇ କବି-ଆତ୍ମା ସହ ପ୍ରତ୍ୟକ୍ଷ ସମ୍ବନ୍ଧ ସ୍ଥାପନ କରିଦେବାରେ ଅତୁଳନୀୟ ତାଙ୍କ ଆନ୍ତରିକତା । ତାଙ୍କ ଜନ୍ମସ୍ଥାନ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ପବିତ୍ର ଜନ୍ମପୀଠ । ଆଉ ଏବେ ସେ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ପ୍ରଫେସର । ବିଶ୍ୱକବିଙ୍କ କବିତାରେ ଝଙ୍କୃତ ତାଙ୍କ ପ୍ରାଣତନ୍ତ୍ରୀ । ଏ ପୃଥିବୀର ସମସ୍ତ ମହାନ ସାହିତ୍ୟଶିଳ୍ପୀଙ୍କ ଉତ୍ତର ଦାୟାଦ ବୋଲି ନମ୍ରତାର ସହିତ ଅନୁଭବ କରିବା ଓ ଉତ୍ତର ଦାୟିତ୍ୱ ସମ୍ପାଦନାରେ ନିଜକୁ ଉତ୍ସର୍ଗ କରିବା ହିଁ ତାଙ୍କ ବ୍ୟକ୍ତିତ୍ୱର ଅସାମାନ୍ୟ ସୌନ୍ଦର୍ଯ୍ୟ ।
Les informations fournies dans la section « A propos du livre » peuvent faire référence à une autre édition de ce titre.
Vendeur : GreatBookPrices, Columbia, MD, Etats-Unis
Etat : New. N° de réf. du vendeur 44851034-n
Quantité disponible : Plus de 20 disponibles
Vendeur : GreatBookPrices, Columbia, MD, Etats-Unis
Etat : As New. Unread book in perfect condition. N° de réf. du vendeur 44851034
Quantité disponible : Plus de 20 disponibles
Vendeur : California Books, Miami, FL, Etats-Unis
Etat : New. N° de réf. du vendeur I-9781645603214
Quantité disponible : Plus de 20 disponibles
Vendeur : PBShop.store US, Wood Dale, IL, Etats-Unis
PAP. Etat : New. New Book. Shipped from UK. THIS BOOK IS PRINTED ON DEMAND. Established seller since 2000. N° de réf. du vendeur L0-9781645603214
Quantité disponible : Plus de 20 disponibles
Vendeur : PBShop.store UK, Fairford, GLOS, Royaume-Uni
PAP. Etat : New. New Book. Delivered from our UK warehouse in 4 to 14 business days. THIS BOOK IS PRINTED ON DEMAND. Established seller since 2000. N° de réf. du vendeur L0-9781645603214
Quantité disponible : Plus de 20 disponibles
Vendeur : Majestic Books, Hounslow, Royaume-Uni
Etat : New. Print on Demand. N° de réf. du vendeur 399685984
Quantité disponible : 4 disponible(s)
Vendeur : THE SAINT BOOKSTORE, Southport, Royaume-Uni
Paperback / softback. Etat : New. This item is printed on demand. New copy - Usually dispatched within 5-9 working days 140. N° de réf. du vendeur C9781645603214
Quantité disponible : Plus de 20 disponibles
Vendeur : Books Puddle, New York, NY, Etats-Unis
Etat : New. Print on Demand. N° de réf. du vendeur 26396691135
Quantité disponible : 4 disponible(s)
Vendeur : Ria Christie Collections, Uxbridge, Royaume-Uni
Etat : New. In. N° de réf. du vendeur ria9781645603214_new
Quantité disponible : Plus de 20 disponibles
Vendeur : Chiron Media, Wallingford, Royaume-Uni
PF. Etat : New. N° de réf. du vendeur 6666-IUK-9781645603214
Quantité disponible : 10 disponible(s)