RuRuRu RuRu (Oriya Edition)
Sahoo, Raghunath
Vendu par California Books, Miami, FL, Etats-Unis
Vendeur AbeBooks depuis 27 octobre 2023
Neuf(s) - Couverture souple
Etat : Neuf
Quantité disponible : Plus de 20 disponibles
Ajouter au panierVendu par California Books, Miami, FL, Etats-Unis
Vendeur AbeBooks depuis 27 octobre 2023
Etat : Neuf
Quantité disponible : Plus de 20 disponibles
Ajouter au panierN° de réf. du vendeur I-9781645602224
ଶିଶୁ ଓ କିଶୋର ଆସନ୍ତାକାଲିର ସମ୍ଭାବନା । ଏହି ବୟସରେ ସେ ନିଜକୁ ଗଢ଼େ । ଭବିଷ୍ୟତର ବିରାଟ ବୋଝ ବୋହିବାକୁ ସଂକଳ୍ପ କରେ । ନିଜ ଭିତରେ ଉକୁଟି ଉଠୁଥିବା ଆଭାସ ଓ ଆବେଦନକୁ ସେ ପରିପ୍ରକାଶ କରିବାକୁ ଚାହୁଁଥିବାବେଳେ ତାହାକୁ ଆହୁରି ତରଙ୍ଗାୟିତ କରିବା ପାଇଁ ଆମେ ବଡ଼ମାନେ ତାଙ୍କପାଇଁ ବାଡ଼ ନ ହୋଇ ମଶାଲ ପାଲଟିଲେ, ସେମାନେ ସହଜରେ ଅନ୍ଧାର ପଥ ଅତିକ୍ରମ କରିପାରିବେ ।
ଶିଶୁଟି ପଢ଼ିବସିଲେ ଆଉ ଏକ ଦୁନିଆରେ ପହଂଚିଯାଏ । ପ୍ରତିପୃଷ୍ଠାରେ ତା ଚାରିପାଖରେ ବାପାବୋଉ, ସାଙ୍ଗସାଥୀ, ପରିବାର ବ୍ୟତିରେକ ଆଉ କେତେକ ଚରିତ୍ର ଓ ଘଟଣାକ୍ରମ ତାକୁ ଆକର୍ଷିତ କରିଥାଏ । ଦୁନିଆକୁ ଜାଣିବସେ । ନିଜର ସ୍ଥିତି ଅବସ୍ଥିତିକୁ ବୁଝିପାରେ । ଗଛ, ପାହାଡ଼, ନଦୀ, ସାଗର, ଆକାଶ, ମାଟିରେ ଗଢ଼ି ହେଉଥିବା ଜୀବନମାନଙ୍କୁ ଜାଣି ନିଜ କଅଁଳ ଆଖିରେ କଳ୍ପନା କରିବସେ ଓ ସାତରଙ୍ଗରେ ରଙ୍ଗେଇବାକୁ ଚେଷ୍ଟାକରେ । ଶାସନ ଅନୁଶାସନର ଅର୍ଗଳି ମଧ୍ୟରେ ଅସରନ୍ତି ପାହାଚରେ ପାଦ ଥାପିବାକୁ ପଛାଏନି । ପ୍ରତିଯୋଗିତାର ପୃଥିବୀରେ ପାରିଲା ପଣିଆର ପାରଦର୍ଶିତାକୁ ପ୍ରତିପାଦନ କରିବାକୁ ଆଶା ବାନ୍ଧେ । ଜୀବନ କାନ୍]ଭାସ୍]ରେ ଚିତ୍ରିତ ଦିଗକୁ ସ୍ୱତନ୍ତ୍ର କରିବାର ସୁଯୋଗକୁ ହାତଛଡ଼ା କରେନା ।
ଏଇ ସାଧନାର ଶୁଭବେଳାରେ ମୁଁ ନିଜ ବୟସରୁ ଝର୍କା ଦେଇ ଓହ୍ଲେଇ ଆସିଛି । ବୟସକୁ ପଛେଇ ଦେଇ ନିଜେ ଶିଶୁଟିଏ ପାଲଟି ତାଙ୍କ ହାତରେ ଧରେଇଦେବାକୁ ଚେଷ୍ଟା କରିଛି ଶିଶୁ କବିତା ଗୁଚ୍ଛ 'ରୁରୁରୁ ରୁରୁ' କୁ । ଶିଶୁମନରେ ଆମୋଦ ସହିତ ଆଗାମୀ କାଲିରେ ଏକଏକ ନାୟକ ହେବାକୁ ସଂକଳ୍ପ କରି ସଫଳତା ପାଇଁ ମୋ ହୃଦୟର ଆବେଦନ କବିତାଗୁଚ୍ଛ ଗୁଣ୍ଡୁଚିମୂଷାର ଭୂମିକା ନେବ ବୋଲି ଆଶା ବାନ୍ଧିଛି ।
Les informations fournies dans la section « A propos du livre » peuvent faire référence à une autre édition de ce titre.
Visitez la page d’accueil du vendeur
www.californiabooks.com
www.californiabooks.com
Quantité commandée | 3 à 7 jours ouvrés | 2 à 5 jours ouvrés |
---|---|---|
Premier article | EUR 0.00 | EUR 10.30 |
Les délais de livraison sont fixés par les vendeurs et varient en fonction du transporteur et du lieu. Les commandes transitant par les douanes peuvent être retardées et les acheteurs sont responsables de tous les droits ou frais associés. Les vendeurs peuvent vous contacter au sujet de frais supplémentaires afin de couvrir toute augmentation des coûts d'expédition de vos articles.